• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।

Capricorn

ମକର

Friday 28 Feb 2025

ଉ,ଷାଢା- ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ଅନିଛା ସତ୍ତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । ପରିବାରରେ ସମସ୍ତଙ୍କୁ ସାହାଯ୍ୟ କରିବାରେ ସଫଳ ହେବେ ।

ଶ୍ରବଣା- ଆମଦାନୀ ବଢଇବାର ନୂଆ ଯୋଜନା ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ।

ଧନିଷ୍ଠା- କ୍ଷମତାଶାଳୀ ହେବାର ସୁଯୋଗ ଆସିପାରେ । ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ ।

ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :