• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2023: ଆଜି ଏହି ରାଶିର ବ୍ୟକ୍ତି ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୭ମୀ ଦିବା ୦୮.୪୩ ଗତେ ୮ମୀ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ-କୃଷି- ପଶୁହାନି- ଭୂମି- ଅନ୍ନଦାନ ଦିବା ୦୮.୪୩ ଗତେ ୧ ପାଦ ।

Taurus

ବୃଷ

Saturday 28 Jan 2023

କୃତିକା- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । ବ୍ୟବସାୟରେ ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ ।

ରୋହିଣୀ- ବ୍ୟସ୍ତତା ଭିତରେ ସମୟ ବିତାଇବେ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ ।

ମୃଗଶିରା- ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :