• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2023: ଆଜି ଏହି ରାଶିର ବ୍ୟକ୍ତି ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୭ମୀ ଦିବା ୦୮.୪୩ ଗତେ ୮ମୀ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ-କୃଷି- ପଶୁହାନି- ଭୂମି- ଅନ୍ନଦାନ ଦିବା ୦୮.୪୩ ଗତେ ୧ ପାଦ ।

Pisces

ମୀନ

Saturday 28 Jan 2023

ପୂ, ଭାଦ୍ରପଦ- ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ସ୍ଥଗିତ କାମ ବନ୍ଧୁ ସାହାର୍ଯ୍ୟରେ ପୁରା କରିବେ । ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ ।

ଉ, ଭାଦ୍ରପଦ- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ, ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।

ରେବତୀ- ନୂତନ ଜିନିଷ କ୍ରୟ କରିପାରନ୍ତି । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :