ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୭ମୀ ଦିବା ୦୮.୪୩ ଗତେ ୮ମୀ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ-କୃଷି- ପଶୁହାନି- ଭୂମି- ଅନ୍ନଦାନ ଦିବା ୦୮.୪୩ ଗତେ ୧ ପାଦ ।
ମଘା- ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।
ପୂ- ଫାଲ୍ଗୁନୀ- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ ।
ଉ- ଫାଲ୍ଗୁନୀ- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନିତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇ ଯିବେ ।
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧