• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2023: ଆଜି ଏହି ରାଶିର ବ୍ୟକ୍ତି ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୭ମୀ ଦିବା ୦୮.୪୩ ଗତେ ୮ମୀ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ-କୃଷି- ପଶୁହାନି- ଭୂମି- ଅନ୍ନଦାନ ଦିବା ୦୮.୪୩ ଗତେ ୧ ପାଦ ।

Virgo

କନ୍ୟା

Saturday 28 Jan 2023

ଉ- ଫାଲ୍‌ଗୁନୀ- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ ।

ହସ୍ତା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ଚିତ୍ରା- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :