• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2023: ଆଜି ଏହି ରାଶିର ବ୍ୟକ୍ତି ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୭ମୀ ଦିବା ୦୮.୪୩ ଗତେ ୮ମୀ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ-କୃଷି- ପଶୁହାନି- ଭୂମି- ଅନ୍ନଦାନ ଦିବା ୦୮.୪୩ ଗତେ ୧ ପାଦ ।

Libra

ତୁଳା

Saturday 28 Jan 2023

ଚିତ୍ରା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।

ସ୍ୱାତୀ- ନିଜର ଦୋଷ ତୃଟି ସ୍ୱକାର କରିବେ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ ।

ବିଶାଖା- କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :