• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2023: ଆଜି ଏହି ରାଶିର ବ୍ୟକ୍ତି ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୭ମୀ ଦିବା ୦୮.୪୩ ଗତେ ୮ମୀ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ-କୃଷି- ପଶୁହାନି- ଭୂମି- ଅନ୍ନଦାନ ଦିବା ୦୮.୪୩ ଗତେ ୧ ପାଦ ।

Scorpio

ବିଛା

Saturday 28 Jan 2023

ବିଶାଖା- ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ । ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ ।

ଅନୁରାଧା- ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସି୍ଥରତା ଦେଖାଦେବ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ ।

ଜ୍ୟୋଷ୍ଠା- ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ ।

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :