• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2023: ଆଜି ଏହି ରାଶିର ବ୍ୟକ୍ତି ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୭ମୀ ଦିବା ୦୮.୪୩ ଗତେ ୮ମୀ,ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ ପାଦ-କୃଷି- ପଶୁହାନି- ଭୂମି- ଅନ୍ନଦାନ ଦିବା ୦୮.୪୩ ଗତେ ୧ ପାଦ ।

Capricorn

ମକର

Saturday 28 Jan 2023

ଉ, ଷାଢା- କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।

ଶ୍ରବଣା- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ ।

ଧନିଷ୍ଠା- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ

ପ୍ରତିକାର – ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :