• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2024: ଏହି ରାଶିର ବ୍ୟକ୍ତିମାନେ ଶାରିରୀକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୩ୟା ନିଶାନ୍ତ ୦୬.୧୧ ଗତେ ୪ର୍ଥୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Sunday 28 Jan 2024

ଅଶ୍ୱନୀ- ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ। ତରବର ନହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ।କୈାଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି
ଦ୍ୱିଜା- ଧାରକରଜ କରି ଆବଶ୍ୟକତା ପୂରଣ କରିବାରେ ସମର୍ଥ ହେବେ। ସ୍ବାସ୍ଥ୍ୟରେ ଅନ୍ନତି ପରିଲକ୍ଷିତ ହେବା ସହ ରୋଗପୀଡ଼ା ଦୁଶ୍ଚିନ୍ତାର କାରଣ ହେବ । ବିତିଯାଇଥିବା ମାମଲାର ଫଳ ମଧ୍ୟ ମିଳିବ ।
କୃତିକା- ଅର୍ଥନୈତିକ, ସାମାଜିକ, ରାଜନୈତିକ କ୍ଷେତ୍ରରେ ସମ୍ମାନ ଅକ୍ଷୁଣ୍ଣ ରହିବ। କଚେରି ମାମଲା, ଘରୋଇ କ୍ଷେତ୍ରରେ ଟେନ୍ସନ ଦୂରହେବ । କୋର୍ଟ କଚେରୀ ମାଲିମୋକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ ।
ପ୍ରତିକାର -  ମହାଦେବଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :