• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2024: ଏହି ରାଶିର ବ୍ୟକ୍ତିମାନେ ଶାରିରୀକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୩ୟା ନିଶାନ୍ତ ୦୬.୧୧ ଗତେ ୪ର୍ଥୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Sunday 28 Jan 2024

ଧନିଷ୍ଠା- ମନରେ ସୁଖ, ସୌହାର୍ଦ୍ଦ୍ୟ ନଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। କୌଣସି ଜିନିଷ କ୍ରୟ କରିବା ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ। 

ଶତଭିଷା- ବିଭିନ୍ନ ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ। ପାରିବାରିକ ସ୍ତରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ

ପୂ,ଭାଦ୍ରପଦ- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି 

ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :