• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2024: ଏହି ରାଶିର ବ୍ୟକ୍ତିମାନେ ଶାରିରୀକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୩ୟା ନିଶାନ୍ତ ୦୬.୧୧ ଗତେ ୪ର୍ଥୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Sunday 28 Jan 2024

ପୂ,ଭାଦ୍ରପଦ- ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ ।  ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ବଢି ବଢି ଯାଉଥିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ଆପଣ ସଂକୋଚ ବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ।
ଉ,ଭାଦ୍ରପଦ- ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରି ପାରନ୍ତି। ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୈାଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ।
ରେବତୀ- ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବାରେ ସମର୍ଥ ହେବେ। ଭୁଲ୍ ବୁଝାମଣାରୁ ମାନସିକ ଅବସାଦ ଦେଖାଦେଇପାରେ।ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । 
ପ୍ରତିକାର – ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :