• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2024: ଏହି ରାଶିର ବ୍ୟକ୍ତିମାନେ ଶାରିରୀକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୩ୟା ନିଶାନ୍ତ ୦୬.୧୧ ଗତେ ୪ର୍ଥୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Sunday 28 Jan 2024

ମୃଗଶିରା- ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର‌୍ୟ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ
ଆଦ୍ରା- ପରିବାରର ସହମତିରେ ନୂତନ କର୍ମାରମ୍ଭ  କରିପାରନ୍ତି। କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ସାହିତ୍ୟ, ସାମ୍ବାଦିକତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ।
ପୁନର୍ବସୁ- ଜମିଜମା କାରବାର କିମ୍ବା ରେଜିଷ୍ଟ୍ରେସନ ସମ୍ପର୍କୀୟ ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି । କ୍ରୀଡା, କଳା, କାରିଗରୀ, ପ୍ରଭୃତି କ୍ଷେତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :