• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2024: ଏହି ରାଶିର ବ୍ୟକ୍ତିମାନେ ଶାରିରୀକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୩ୟା ନିଶାନ୍ତ ୦୬.୧୧ ଗତେ ୪ର୍ଥୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Sunday 28 Jan 2024

ପୁନର୍ବସୁ- କାର‌୍ୟ୍ୟସିଦ୍ଧିରୁ ମନ ପ୍ରଫୁଲ୍ଲିତ ରହିବ। ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ। ବନ୍ଧୁ ସହଯୋଗ ଓ ସମ୍ମାନ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ
ପୁଷ୍ୟା- ସାଂସ୍କୃତିକ କାର‌୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବାକି ଥିବା ଅର୍ଥ ପାଇବା ପରେ ବ୍ୟବସାୟୀ ମାନେ ନୂତନ ବ୍ୟବସାୟର ପରିକଳ୍ପନା କରିବେ । 
ଅଶ୍ଲେଷା- ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ  

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :