• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2024: ଏହି ରାଶିର ବ୍ୟକ୍ତିମାନେ ଶାରିରୀକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୩ୟା ନିଶାନ୍ତ ୦୬.୧୧ ଗତେ ୪ର୍ଥୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Sunday 28 Jan 2024

ମଘା- ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅବହେଳା କରିପାରିବେ ନାହିଁ । ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। 
ପୂ,ଫାଲଗୁନି- ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ ।  ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ଅଫିସ୍ କାମରେ ବ୍ୟସ୍ତ ରହିବେ
ଉ,ଫାଲଗୁନି- କଳା,ସାହିତ୍ୟ, ସଙ୍ଗୀତ, ରାଜନୀତି, ସାମ୍ବାଦିକତା, ଆଇନ ଓ ଅଦାଲତ କ୍ଷେତ୍ରରୁ ଶୁଭଫଳ ପାଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ।
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :