• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2024: ଏହି ରାଶିର ବ୍ୟକ୍ତିମାନେ ଶାରିରୀକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୩ୟା ନିଶାନ୍ତ ୦୬.୧୧ ଗତେ ୪ର୍ଥୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Sunday 28 Jan 2024

ଉ,ଫଳଗୁନି- ପାରିବାରିକ କ୍ଷେତ୍ରରେ ନିଜ ନିଷ୍ପତ୍ତିକୁ ହଠାତ୍ ବଦଳାଇପାରନ୍ତି । ପରୋକ୍ଷ ଶତ୍ରୁତା କାରଣରୁ ସତର୍କରେ ନଚଳିଲେ ବିବାଦ ଭିତରକୁ ଟାଣି ହୋଇ ପାରନ୍ତି। ଚେଷ୍ଠା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ
ହସ୍ତା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି
ଚିତ୍ରା- ସାମୟିକ ମନରେ ଅଶାନ୍ତି ସୃଷ୍ଟି ହେଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଛାତ୍ରଛାତ୍ରୀ ମାନେ ପଢା ପାଇଁ ବିଦେଶକୁ ଯାଇପାରନ୍ତି । ଉତମ କାର୍ଯ୍ୟ  କରି ପ୍ରଶଂସା ପାଇବେ ।
ପ୍ରତିକାର - ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :