• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2024: ଏହି ରାଶିର ବ୍ୟକ୍ତିମାନେ ଶାରିରୀକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୩ୟା ନିଶାନ୍ତ ୦୬.୧୧ ଗତେ ୪ର୍ଥୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Sunday 28 Jan 2024

ମୂଳା-ପାରିବାରିକ ଜୀବନରେ ଆୟ ବୃଦ୍ଧି ହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ ।  ଯାହାକୁ ନିଜର ବୋଲି ମନେ କରିବେ ସେ ହିଁ ଧୋକାଦେବାର ବହୁ ସମ୍ଭାବନା ରହିଛି। ଅଭିଯୋଗକୁ ଗୁରୁତର ସହ ବିଚାର ନ କରିବା ବଡ଼ ଭୁଲ୍ ହୋଇପାରେ

ପୂ,ଷାଢା- ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଅତୀତରେ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବା ସୂଚନା ରହିଛି।

ଉ,ଷାଢା- ସାଧାରଣ କଥାକୁ କେନ୍ଦ୍ରକରି ଯୁକ୍ତିତର୍କଜନିତ ଅଯଥା ଅଶାନ୍ତି ଓ କଳହକୁ କରିବାକୁ ପଡ଼ିପାରେ। ଅନ୍ୟ ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ପାଇବେ।

ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :