• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2024: ଏହି ରାଶିର ବ୍ୟକ୍ତିମାନେ ଶାରିରୀକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ...

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୩ୟା ନିଶାନ୍ତ ୦୬.୧୧ ଗତେ ୪ର୍ଥୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Sunday 28 Jan 2024

ଉ,ଷାଢା- ଶାରିରୀକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ। ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ
ଶ୍ରବଣା- କର୍ମ କ୍ଷେତ୍ରରେ ନିଯୁକ୍ତି ପାଇଁ ଚେଷ୍ଟା କରିବେ । ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆମତ୍ୀୟମାନେ ହଠାତ୍ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର‌୍ୟ୍ୟ ଶେଷ ପର‌୍ୟ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ
ଧନିଷ୍ଠା- ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।
ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :