Daily Horoscope 28th January 2025: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ପାଇବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1738033765-433706.jpg)
ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ଧନୁ ଦିବା ୦୨.୫୧ ଗତେ ମକର,ତିଥି- ୧୪ଶୀ ରାତ୍ରି ୦୭.୩୬ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୨.୫୧ ଗତେ ସିଂହ ରାଶିର ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୮.୫୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
