• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th January 2025: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ପାଇବେ

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ଧନୁ ଦିବା ୦୨.୫୧ ଗତେ ମକର,ତିଥି- ୧୪ଶୀ ରାତ୍ରି ୦୭.୩୬ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୨.୫୧ ଗତେ ସିଂହ ରାଶିର ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୮.୫୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Capricorn

ମକର

Tuesday 28 Jan 2025

ଉ,ଷାଢା- ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ

ଶ୍ରବଣା- ଛାତ୍ରଛାତ୍ରି ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । କାରବାର ଓ କାର‌୍ୟ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଅଫିସରେ କୌଣସି ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ ।

ଧନିଷ୍ଠା- ନିଜର ବ୍ୟବହାର ସଂଯମତା ରଖନ୍ତୁ ନଚେତ୍ ଗ୍ରାହକଙ୍କ ସହ ତର୍କବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି

ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :