• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2023: ଏହି ରାଶିର ବ୍ୟକ୍ତି... ଆଜି ନୂତନ ଗୃହ କିମ୍ବା ଭୂମି କ୍ରୟ କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ସନ୍ଧ୍ୟା ୦୭.୦୭ ଗତେ ବିଛା । ତିଥି- ୧୦ମୀ ଦିବା ୦୨.୫୧ ଗତେ ୧୧ଶୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Friday 28 Jul 2023

ଧନିଷ୍ଠା- ଶରୀରରେ ଆଘାତ ପାଇପାରନ୍ତି । ଆପଣଙ୍କର ବନ୍ଧୁ ସଂଖ୍ୟା ବଢିପାରନ୍ତି । ଗୃହ କାର୍ଯ୍ୟରେ ଆଗ୍ରହ ବଢିବ । ବ୍ୟବସାୟରେ ଅଭିବୃଦ୍ଧି ଘଟିପାରେ ।

ଶତଭିଷା- କର୍ମକ୍ଷେତ୍ରରେ ଯେଉଁଭଳି ପରିସ୍ଥିତି ଆସିଲେ ମଧ୍ୟ ଆପଣ ସମ୍ଭାଳି ନେବେ । ରାଜନୀତିରେ ଭଲ ସୁଯୋଗର ଉପଯୋଗ କରିବେ । ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ ।

ପୂ, ଭାଦ୍ରପଦ- ଧନାଦିରେ ଅଭିବୃଦ୍ଧି ଘଟିପାରେ । ଶିକ୍ଷାକ୍ଷେତ୍ରରେ ବିଶୃଙ୍ଖଳା ଉପୁଜିପାରେ । କୋର୍ଟର ନିଷ୍ପତ୍ତି ବଦଳି ଯାଇପାରେ । ମହିଳାମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :