• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2023: ଏହି ରାଶିର ବ୍ୟକ୍ତି... ଆଜି ନୂତନ ଗୃହ କିମ୍ବା ଭୂମି କ୍ରୟ କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ସନ୍ଧ୍ୟା ୦୭.୦୭ ଗତେ ବିଛା । ତିଥି- ୧୦ମୀ ଦିବା ୦୨.୫୧ ଗତେ ୧୧ଶୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Friday 28 Jul 2023

ପୂ, ଭାଦ୍ରପଦ- ଶାରୀରକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ ।

ଉ, ଭାଦ୍ରପଦ- ନିଜର ଆକସ୍ମିକ ବୁଦ୍ଧି ଓ କାର୍ଯ୍ୟ କରିବା ଶୈଳୀରେ ପରିବର୍ତ୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ ।

ରେବତୀ- ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ।

ପ୍ରତିକାର- ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :