• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2023: ଏହି ରାଶିର ବ୍ୟକ୍ତି... ଆଜି ନୂତନ ଗୃହ କିମ୍ବା ଭୂମି କ୍ରୟ କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ସନ୍ଧ୍ୟା ୦୭.୦୭ ଗତେ ବିଛା । ତିଥି- ୧୦ମୀ ଦିବା ୦୨.୫୧ ଗତେ ୧୧ଶୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ନାସ୍ତି ।

Gemini

ମିଥୁନ

Friday 28 Jul 2023

ମୃଗଶିରା- କୈାଣସି କାର୍ଯ୍ୟରେ ସଫଳତା ହାସଲ କରିବେ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି । ବନ୍ଧୁ ମେଳରେ ଆନନ୍ଦ ଅନୁଭବ କରିବେ । ଉଦର ବ୍ୟଥା ଭୋଗି ପାରନ୍ତି ।

ଆଦ୍ରା- ପ୍ରେମିକା, ପ୍ରେମିକ ମାନଙ୍କର ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ ।

ପୁନର୍ବସୁ- ଆପଣଙ୍କର କ୍ରୀଡା କାର୍ଯ୍ୟକଳାପକୁ ପୁନଃ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି । ଆପଣ ବୁଦ୍ଧିମାନ ଭାବରେ ବିଚାର କରିବାରେ ସକ୍ଷମ ହେବେ ।

ପ୍ରତିକାର- ବିଷ୍ଣୁଙ୍କର ପୂଜା ସହିତ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :