• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2023: ଏହି ରାଶିର ବ୍ୟକ୍ତି... ଆଜି ନୂତନ ଗୃହ କିମ୍ବା ଭୂମି କ୍ରୟ କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ସନ୍ଧ୍ୟା ୦୭.୦୭ ଗତେ ବିଛା । ତିଥି- ୧୦ମୀ ଦିବା ୦୨.୫୧ ଗତେ ୧୧ଶୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Friday 28 Jul 2023

ପୁନର୍ବସୁ- ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ । ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି ।

ପୁଷ୍ୟା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ମହିଳାମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।

ଅଶ୍ଳେଷା- ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :