• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2023: ଏହି ରାଶିର ବ୍ୟକ୍ତି... ଆଜି ନୂତନ ଗୃହ କିମ୍ବା ଭୂମି କ୍ରୟ କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ସନ୍ଧ୍ୟା ୦୭.୦୭ ଗତେ ବିଛା । ତିଥି- ୧୦ମୀ ଦିବା ୦୨.୫୧ ଗତେ ୧୧ଶୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ନାସ୍ତି ।

Sagittarius

ଧନୁ

Friday 28 Jul 2023

ମୂଳା- ଭଲ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ବଜାୟ ରଖିବେ । ଘରେ ଆରାମ କରିବାକୁ ଆପଣଙ୍କ ପାଖରେ ପ୍ରଚୁର ସମୟ ମିଳିବ । ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନରେ ଅଧିକ ନିରାପଦ ଅନୁଭବ କରିବେ ।

ପୂ, ଷାଢା- ଲକ୍ଷ୍ୟ ହାସଲ କରିବାକୁ ଅଧିକ ପରିଶ୍ରମ କରିବାକୁ ପଡିପାରେ । ଆପଣଙ୍କୁ ଅତିରିକ୍ତ ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିପାରେ । ଛାତ୍ରମାନେ ଅଧିକ ପରିଶ୍ରମ କରି ସେମାନଙ୍କର ଆତ୍ମବିଶ୍ୱାସ ବଢିବ ।

ଉ, ଷାଢା- ମନ ଦୃଢ଼ ହେବ । ଆପଣ ଅଭିଜ୍ଞତା ଅର୍ଜନ କରିବେ ଯାହା ଫଳପ୍ରଦ ଏବଂ ମୂଲ୍ୟବାନ ପ୍ରମାଣିତ ହେବ । ପ୍ରତ୍ୟେକ ବାଧାବିଘ୍ନକୁ ଦୂର କରିବାରେ ସକ୍ଷମ ହେବେ ।

ପ୍ରତିକାର- ଶ୍ରୀ ରାମଙ୍କ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :