• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2023: ଏହି ରାଶିର ବ୍ୟକ୍ତି... ଆଜି ନୂତନ ଗୃହ କିମ୍ବା ଭୂମି କ୍ରୟ କରିପାରନ୍ତି

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ସନ୍ଧ୍ୟା ୦୭.୦୭ ଗତେ ବିଛା । ତିଥି- ୧୦ମୀ ଦିବା ୦୨.୫୧ ଗତେ ୧୧ଶୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ- ନାସ୍ତି ।

Capricorn

ମକର

Friday 28 Jul 2023

ଉ, ଷାଢା- ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହିପାରନ୍ତି । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ

ଶ୍ରବଣା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ ।

ଧନିଷ୍ଠା- ପରିସ୍ଥିତି ବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ

ପ୍ରତିକାର – ମା’ ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :