• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୮ମୀ ସନ୍ଧ୍ୟା ୦୭.୨୭ ଗତେ ୯ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Sunday 28 Jul 2024

କୃତିକା- କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ। ପଦୋନ୍ନତି କେତେକାଂଶରେ ମାନସିକ ସ୍ଥିତିକୁ ସନ୍ତୁଳିତ କରି ରଖିବାରେ ସାହାଯ୍ୟ କରିବ। ନୂତନ ସ୍ଥାନରେ କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାକୁ ଚେଷ୍ଟା କରିପାରନ୍ତି।

ରୋହିଣୀ- ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ । ପରିବାରର ଅଭିଯୋଗ ପ୍ରତି ଧ୍ୟାନ ନ ଦେବା ମନାନ୍ତର ବୃଦ୍ଧି କରିପାରେ।

ମୃଗଶିରା- ଆର୍ଥିକ ସୁଧାର, ନିର୍ମାଣ କାର‌୍ୟ୍ୟ, ଯୋଗାଯୋଗ, ଦୂରଯାତ୍ରା ପାଇଁ ଅସୁବିଧା ହେବ ନାହିଁ । ସାମାଜିକ ସ୍ତରରେ ଶତ୍ରୁତା ବାଧା ସୃଷ୍ଟି କରିପାରେ। ଚାକିରୀ ଆଦି କର୍ମ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ ।

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :