• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୮ମୀ ସନ୍ଧ୍ୟା ୦୭.୨୭ ଗତେ ୯ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Sunday 28 Jul 2024

ଧନିଷ୍ଠା- ନିଜର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କର୍ମ କ୍ଷେତ୍ରରେ କୌଣସି କାର‌୍ୟ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ ।

ଶତଭିଷା- ପୁତ୍ର କନ୍ୟା ମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ

ପୂ,ଭାଦ୍ରପଦ- କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । ରାଜନୀତି କ୍ଷେତ୍ରରେ ବହୁତ୍ ଉପରକୁ ଯାଇ ପାରନ୍ତି

ପ୍ରତିକାର- ଶାମି ଗଛ ତଳେ ସୋରିଷ ତେଲରେ ଏକ ଦୀପ ଜାଳନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :