• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୮ମୀ ସନ୍ଧ୍ୟା ୦୭.୨୭ ଗତେ ୯ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Sunday 28 Jul 2024

ପୂ,ଭାଦ୍ରପଦ-ବନ୍ଧୁମାନଙ୍କ ସାହାଯ୍ୟରେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବିବାଦୀୟ ପରିସ୍ଥିତି ସାମୟିକ ମନକୁ ପ୍ରଭାବିତ କରିପାରେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଲକ୍ଷ୍ୟ କରି ମନର ଭାବ ପ୍ରକାଶ କରିବାରେ ପଛେଇଯିବେ।

ଉ,ଭାଦ୍ରପଦ- ଆର୍ଥିକ ଦିଗଟି ଭଲ ହେଲେ ମଧ୍ୟ ବ୍ୟବସାୟ କ୍ଷେତ୍ରରେ ଦୁଃଶ୍ଚିନ୍ତା ବଢ଼ିଯିବ। ପରିବାରରେ ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତାପ୍ରକଟ କରିବେ। ପରିସ୍ଥିତିକୁ ଲକ୍ଷ୍ୟ ରଖି କାମ କରିବା ଭଲ।

ରେବତୀ- ଆଇନ ଅଦାଲତ ତଥା ବିବାଦୀୟ କ୍ଷେତ୍ରରୁ ସୁଫଳ ପାଇବେ। କିଛି କହିବା ପୂର୍ବରୁ ପରିସ୍ଥିତିକୁ ନଜରରେ ରଖନ୍ତୁ। ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :