• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୮ମୀ ସନ୍ଧ୍ୟା ୦୭.୨୭ ଗତେ ୯ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Sunday 28 Jul 2024

ମୃଗଶିରା- ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମି ମାନେ ବିରୋଧ କରିପାରନ୍ତି । ଉପରିସ୍ଥ ବୁଦ୍ଧି ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିବ ।

ଆଦ୍ରା- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ର ଛାତ୍ରୀମାନଙ୍କ ଆଶା ଶେଷରେ ପୂରଣ ହେବ

ପୁନର୍ବସୁ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :