• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୮ମୀ ସନ୍ଧ୍ୟା ୦୭.୨୭ ଗତେ ୯ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Sunday 28 Jul 2024

ମଘା- ଆୟ ଅପେକ୍ଷା ବ୍ୟୟ ବଢିପାରେ । ନିଜ କାର‌୍ୟ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ

ପୂ,ଫାଲଗୁନି- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ଅନ୍ୟର ସାହାର‌୍ୟ୍ୟ ସମର୍ଥନରେ ଲକ୍ଷହାସଲ କରିପାରିବେ

ଉ,ଫାଲଗୁନି- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ । ମନରେ ନୂଆ ଆଶା ସୃଷ୍ଟି ହେବ

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :