• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୮ମୀ ସନ୍ଧ୍ୟା ୦୭.୨୭ ଗତେ ୯ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Sunday 28 Jul 2024

ଉ,ଫଳଗୁନି-ପରିବାରରେ ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହୋଇପାରେ । ବ୍ୟବସାୟିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ରହିବ।

ହସ୍ତା- ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ପ୍ରତ୍ୟୁଷ କାଳରେ ଆରମ୍ଭ କରିଥିବା କାମଟି ଯଥା ସମୟରେ ସମ୍ପନ୍ନ କରିପାରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ ।

ଚିତ୍ରା- ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇ ଉଠିବେ। ପିଲାଙ୍କ କୃତିତ୍ୱ, ରଚନାମତ୍କ କାମରେ ପ୍ରଶଂସା ହେତୁ ଖୁସି ଅନୁଭବ କରିପାରନ୍ତି । ରାଜନୀତି କ୍ଷେତ୍ରରେ ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ଭଲ ସମ୍ପର୍କ ବୃଦ୍ଧି ହେବ ।

ପ୍ରତିକାର - ଗୁରୁଜନ ମାନଙ୍କର ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :