• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୮ମୀ ସନ୍ଧ୍ୟା ୦୭.୨୭ ଗତେ ୯ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Sunday 28 Jul 2024

ଚିତ୍ରା- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ସମସ୍ତ ପରିବାର ସଦଶ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି

ସ୍ୱାତୀ- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ

ବିଶାଖା- କାହାରି ଆଗରେ ଗୋପନୀୟ କଥା ଆଲୋଚନା କରନ୍ତୁ ନାହିଁ । ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷି ଜୀବୀଙ୍କୁ ଲାଭ ମିଳିପାରେ

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :