• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୮ମୀ ସନ୍ଧ୍ୟା ୦୭.୨୭ ଗତେ ୯ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Sunday 28 Jul 2024

ବିଶାଖା- ଆଜି କାର‌୍ୟ୍ୟ ହାସଲ କାରଣରୁ ଖୁସି ଅନୁଭବ କରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ ପ୍ରତିଦାନରେ ପ୍ରଶଂସା ପାଇ ପାରିବେ ନାହିଁ। ପାରିବାରିକ ସମସ୍ୟା ବିଷୟରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବେ।

ଅନୁରାଧା- କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଯୋଜନା ମୁତାବକ ସଫଳତା ପାଇବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବେ। ଅଫିସ୍ରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ।

ଜ୍ୟେଷ୍ଠା- ସାହିତ୍ୟ, ଗବେଷଣା ତଥା ରଚନାମତ୍କ କାର‌୍ୟ୍ୟରେ ଅଗ୍ରଗତି ଘଟିବ। ମାନସିକ ଅଶାନ୍ତି ଥିବା ହେତୁ ଅଫିସ୍ରେ ମଧ୍ୟ କୈାଣସି କାମକୁ ଠିକ୍ ଭାବେ କରିପାରିବେ ନାହିଁ। ଆଜିର ଆର୍ଥିକ ସ୍ଥିତି ଭଲ ରହିବ, ତଥାପି ପରିସ୍ଥିତିକୁ ଲକ୍ଷ୍ୟ ରଖି କାମ କରିବା ଭଲ ହେବ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :