• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର,ଚନ୍ଦ୍ର- ମେଷ ଅହୋରାତ୍ର,ତିଥି- ୮ମୀ ସନ୍ଧ୍ୟା ୦୭.୨୭ ଗତେ ୯ମୀ,ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର ,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Sunday 28 Jul 2024

ମୂଳା- ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ । ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ ।

ପୂ,ଷାଢା- ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂସ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ ।

ଉ,ଷାଢା- ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ

ପ୍ରତିକାର- ମା ତାରାଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :