• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମୀନ ଅହୋରାତ୍ର। ତିଥି- ୭ମୀ ଦିବା ୦୪.୨୭ ଗତେ ୮ମୀ। ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର। ଘାତବାର- ବିଛା , ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୦.୧୦ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୨୭ ପର୍ଯ୍ୟନ୍ତ।

Aries

ମେଷ

Friday 28 Jun 2024

ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାରକ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ ।

ଦ୍ୱିଜା- ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ଦୀର୍ଘ ଦିନ ଧରି ଅଫିସରେ ଅଟକି ରହିଥିବା କାର୍ଯ୍ୟ ସମାପ୍ତ କରିପାରିବେ ।

କୃତିକା- ଆନିଷ୍ଠାନିକ କାମରେ ଗୁରୁ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି । ଯାତ୍ରା ସମୟରେ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।

ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :