• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମୀନ ଅହୋରାତ୍ର। ତିଥି- ୭ମୀ ଦିବା ୦୪.୨୭ ଗତେ ୮ମୀ। ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର। ଘାତବାର- ବିଛା , ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୦.୧୦ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୨୭ ପର୍ଯ୍ୟନ୍ତ।

Taurus

ବୃଷ

Friday 28 Jun 2024

କୃତିକା- କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ସାମାଜିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ । ସାମ୍ବାଦିକମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ।

ରୋହିଣୀ- ଦୂରେଇ ଯାଇଥିବା ବନ୍ଧୁ ପୁଣି ନିକଟବର୍ତ୍ତୀ ହେବେ । ଧର୍ମ କାର୍ଯ୍ୟ ପ୍ରତି ମନ ବଳାଇବେ । ବିଦ୍ୟାର୍ଥୀଙ୍କୁ ପଢାପଢିରେ ଓ ପରୀକ୍ଷାରେ ସମଫଳ ମିଳିବ ।

ମୃଗଶିରା- ପ୍ରେମିକାପ୍ରେମିକମାନଙ୍କ ସମ୍ପର୍କରେ ପରିବର୍ତ୍ତନ ହୋଇପାରେ । ଅନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :