• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମୀନ ଅହୋରାତ୍ର। ତିଥି- ୭ମୀ ଦିବା ୦୪.୨୭ ଗତେ ୮ମୀ। ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର। ଘାତବାର- ବିଛା , ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୦.୧୦ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୨୭ ପର୍ଯ୍ୟନ୍ତ।

Aquarius

କୁମ୍ଭ

Friday 28 Jun 2024

ଧନିଷ୍ଠା- ଖୋଜୁଥିବା ଜିନିଷର ସନ୍ଧାନ ମିଳିବ । ପରିବାରରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ । ପ୍ରତ୍ୟେକ କ୍ଷେତ୍ରରେ ନିରବତାକୁ ପ୍ରାଧାନ୍ୟ ଦେବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା କମି କମି ଆସିବ ।

ଶତଭିଷା- ସାମାଜିକ ସ୍ତରରେ ଜନହିତକର କାର୍ଯ୍ୟରେ ନିଜକୁ ଲିପ୍ତ ରଖିବେ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୃଷ୍ଟିର ସମ୍ଭାବନା ରହିଛି । ଆନୁଷ୍ଠାନିକ କାମରେ କେତେକ ଗୁରୁ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି ।

ପୂ,ଭାଦ୍ରପଦ- ସ୍ୱାର୍ଥ ହାନି ଆଶଙ୍କାରେ ଆତ୍ମୀୟ ସ୍ୱଜନ ଦୂରେଇ ଯାଇପାରନ୍ତି । ଯାହା ଆଶା କରୁଥିଲେ ତାହା ଆଜି ବିଳମ୍ବରେ ପାଇବେ । ଅନ୍ୟର ଅସୁବିଧା ଦୂର ପାଇଁ ନିଜକୁ କଷ୍ଟ ସ୍ୱୀକାର କରିବାକୁ ପଡିପାରେ ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :