• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମୀନ ଅହୋରାତ୍ର। ତିଥି- ୭ମୀ ଦିବା ୦୪.୨୭ ଗତେ ୮ମୀ। ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର। ଘାତବାର- ବିଛା , ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୦.୧୦ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୨୭ ପର୍ଯ୍ୟନ୍ତ।

Gemini

ମିଥୁନ

Friday 28 Jun 2024

ମୃଗଶିରା- ଦାମ୍ପତ୍ୟ ଜୀବନରେ ବିବାଦ ସୃଷ୍ଟି ହୋଇପାରେ । ବ୍ୟବସାୟରେ ଲାଭ ପାଇବେ । ଆର୍ଥିକ ସମସ୍ୟାକୁ ଏଡାଇବା ପାଇଁ ଖର୍ଚ୍ଚ କମ୍ କରନ୍ତୁ । ପରିବାର ସଦସ୍ୟଙ୍କ କାର୍ଯ୍ୟ କଳାପକୁ ନେଇ କ୍ରୋଧିତ ହୋଇପାରନ୍ତି ।

ଆଦ୍ରା- ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ଈର୍ଷା ପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ହସଖୁସିରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ।

ପୁନର୍ବସୁ- ପ୍ରେମ ସମ୍ପର୍କ ଦୃଷ୍ଟି କୋଣରୁ ସମୟ ଅନୁକୂଳ ରହିବ । ଅନେକ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡିପାରେ । ଜମି ସମ୍ବନ୍ଧୀୟ ବିବାଦକୁ କୋର୍ଟକୁ ନେବା ପରିବର୍ତ୍ତେ ଆଲୋଚନା ମାଧ୍ୟମରେ ସମାଧାନ କରିବାକୁ ଚେଷ୍ଟା କରନ୍ତୁ ।

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :