• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମୀନ ଅହୋରାତ୍ର। ତିଥି- ୭ମୀ ଦିବା ୦୪.୨୭ ଗତେ ୮ମୀ। ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର। ଘାତବାର- ବିଛା , ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୦.୧୦ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୨୭ ପର୍ଯ୍ୟନ୍ତ।

Cancer

କର୍କଟ

Friday 28 Jun 2024

ପୁନର୍ବସୁ- ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଛୋଟ ଛୋଟ ସମସ୍ୟାକୁ ଅଣଦେଖା ନକରିଲେ ଭଲ ହେବ ।

ପୁଷ୍ୟା- ବିଦ୍ୟାର୍ଥୀମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। ରାଜନୀତିରେ ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ହୋଇପାରନ୍ତି।

ଅଶ୍ଲେଷା- ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଅଲଗା ଅଲଗା ମାଧ୍ୟମରେ ଧନ ଉପାର୍ଜନ କରିବାରେ ସକ୍ଷମ ହେବେ । କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :