• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମୀନ ଅହୋରାତ୍ର। ତିଥି- ୭ମୀ ଦିବା ୦୪.୨୭ ଗତେ ୮ମୀ। ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର। ଘାତବାର- ବିଛା , ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୦.୧୦ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୨୭ ପର୍ଯ୍ୟନ୍ତ।

Virgo

କନ୍ୟା

Friday 28 Jun 2024

ଉ,ଫଳଗୁନି- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଭାଗିଦାରୀ ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଧନ, ଧାନ୍ୟ, ମାନସମ୍ମାନ ବୃଦ୍ଧି ପାଇବ ।

ହସ୍ତା- ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଗୃହନିର୍ମାଣ କରିବାରେ ଅଧିକ ଖର୍ଚ୍ଚ କରିବାକୁ ପଡିବ । ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପାଇବେ ।

ଚିତ୍ରା- ମାଲିମକଦ୍ଦମା, ପ୍ରତିଯୋଗିତରେ ସଫଳ ହେବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଦାନ ଧର୍ମରେ ଦୀକ୍ଷିତ ହେବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :