• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମୀନ ଅହୋରାତ୍ର। ତିଥି- ୭ମୀ ଦିବା ୦୪.୨୭ ଗତେ ୮ମୀ। ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର। ଘାତବାର- ବିଛା , ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୦.୧୦ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୨୭ ପର୍ଯ୍ୟନ୍ତ।

Libra

ତୁଳା

Friday 28 Jun 2024

ଚିତ୍ରା- ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ କିଛି ଆଦାୟ ହୋଇ ନାନା ପ୍ରକାର ସୁବିଧା ସୁଯୋଗ ମିଳିବ । ଆୟର ନୂତନ ଉତ୍ସ ସୃଷ୍ଟି ହୋଇପାରେ । କର୍ମ କ୍ଷେତ୍ରରେ ଆପଣଙ୍କ କାମକୁ ଖରାପ କରିବାର ସମ୍ଭାବନା ଅଛି ।

ସ୍ୱାତୀ- ଅଫିସ୍ କାମରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ନିଜଦୋଷରୁ ସ୍ବାସ୍ଥ୍ୟ ସମସ୍ୟା ଗୁରୁତର ହୋଇପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବେ।

ବିଶାଖା- ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ନିଜର କୌଣସି ବ୍ୟକ୍ତିଗତ କାମ ହାସଲ ପାଇଁ ପର ଉପରେ ନିର୍ଭର କରିବାକୁ ପଡିପାରେ ।

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :