• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମୀନ ଅହୋରାତ୍ର। ତିଥି- ୭ମୀ ଦିବା ୦୪.୨୭ ଗତେ ୮ମୀ। ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର। ଘାତବାର- ବିଛା , ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୦.୧୦ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୨୭ ପର୍ଯ୍ୟନ୍ତ।

Scorpio

ବିଛା

Friday 28 Jun 2024

ବିଶାଖା- ସୁସ୍ୱାଦ ଖାଦ୍ୟ ଭୋଜନ କରିବେ । ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ଜୀବନସାଥୀଙ୍କୁ ସୁନ୍ଦର ଉପହାର ଦେବେ।

ଅନୁରାଧା- ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। ଖାଦ୍ୟଶସ୍ୟର ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି । ରାଜନୀତିକ କାର‌୍ୟ୍ୟରେ ରୁଚି ବଢ଼ିବ।

ଜ୍ୟେଷ୍ଠା- ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଗଢ଼ିବା ଲାଗି ଅନୁଭବୀଙ୍କ ପରାମର୍ଶ ମିଳିବ । ମାଲିମକଦ୍ଦମା, କ୍ରୟବାଣିଜ୍ୟ ସ୍ଥିତି ଅନୁକୂଳ ହୋଇପାରେ। ଆଗାମୀ ସମୟର ଅନାଗତ ସମସ୍ୟା ବିଷୟ ଚିନ୍ତାକରି ମନରେ ସରସତା ଆଗଭଳି ରହିବ ନାହିଁ ।

ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :