• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମୀନ ଅହୋରାତ୍ର। ତିଥି- ୭ମୀ ଦିବା ୦୪.୨୭ ଗତେ ୮ମୀ। ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର। ଘାତବାର- ବିଛା , ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୦.୧୦ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୨୭ ପର୍ଯ୍ୟନ୍ତ।

Sagittarius

ଧନୁ

Friday 28 Jun 2024

ମୂଳା- ବାରମ୍ବାର ପରିବାରରେ ସମସ୍ୟା ବୃଦ୍ଧି ପାଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ । କର୍ମକ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ।

ପୂ,ଷାଢା- ଅଫିସରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ବନ୍ଧୁଙ୍କ ମାଧ୍ୟମରେ ଆଶା କରୁଥିବା ଜିନିଷଟି ପାଇ ଖୁସି ହୋଇଯିବେ ।

ଉ,ଷାଢା- ଜମିଜମା ସଂକ୍ରାନ୍ତ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାନସିକ ଶାନ୍ତି ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ଘରୁ କୌଣସି ଭୁଲ୍ ଖବର ଶୁଣି ବିବ୍ରତ ହୋଇପାରନ୍ତି ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :