• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମୀନ ଅହୋରାତ୍ର। ତିଥି- ୭ମୀ ଦିବା ୦୪.୨୭ ଗତେ ୮ମୀ। ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର। ଘାତବାର- ବିଛା , ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୦.୧୦ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୨୭ ପର୍ଯ୍ୟନ୍ତ।

Capricorn

ମକର

Friday 28 Jun 2024

ଉ,ଷାଢା- ପରିବାରରେ ସୁଖ ଶାନ୍ତି ବଜାୟ ରହିବ । ପ୍ରେମରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ । ପୂର୍ବ ଅପେକ୍ଷା ଆୟ ବୃଦ୍ଧି ହେବ।

ଶ୍ରବଣା- ନୂଆ ଲୋକଙ୍କ ସହିତ ମିଶିବାର ଅବସର ପାଇବେ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ। ବେପାରରେ ଅଚାନକ ଫାଇଦା ପାଇବେ ।

ଧନିଷ୍ଠା- ବାହନ କିଣିବା ଲାଗି ମନ ବଳିବ । ପ୍ରତିଯୋଗିତାରେ ଖୁବ୍ ଭଲ କରିବେ । ଆପଣଙ୍କର ଆତ୍ମବିଶ୍ୱାସ ଉଚ୍ଚା ରହିବ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ।

ପ୍ରତିକାର – କଳା ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :