• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଚାକିରି କ୍ଷେତ୍ରରୁ ମିଳିପାରେ ଖୁସି ଖବର

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ମଙ୍ଗଳବାର, ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୭ମୀ ସନ୍ଧ୍ୟା ୦୭.୦୨ ଗତେ ୮ମୀ, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର - ମକର, ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୭.୦୨ ଗତେ ୧ ପାଦ

Taurus

ବୃଷ

Tuesday 28 Mar 2023

କୃତିକା - ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ମିଳିପାରେ । ଘର ଲୋକଙ୍କ ସାହାର୍ଯ୍ୟରେ ଅଧୁରା କାମ ପୂରା କରିବେ । ଆପଣଙ୍କୁ ରଚନାତ୍ମକ କାମରୁ ପ୍ରଶଂସା ମିଳିବ । ବ୍ୟବସାୟରେ ତ୍ୱରିତ ନିଷ୍ପତ୍ତି ଲାଭପ୍ରଦ ହେବ

ରୋହିଣୀ – ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ଼ କରିବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ । ଛାତ୍ରଛାତ୍ରୀ କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ ।

ମୃଗଶିରା – ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୌଣସି ଜରୁରୀ କାମ ସଂପୂର୍ଣ୍ଣ ହେବ । ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ ।

ପ୍ରତିକାର – ଶ୍ରୀ ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS