• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଚାକିରି କ୍ଷେତ୍ରରୁ ମିଳିପାରେ ଖୁସି ଖବର

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ମଙ୍ଗଳବାର, ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୭ମୀ ସନ୍ଧ୍ୟା ୦୭.୦୨ ଗତେ ୮ମୀ, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର - ମକର, ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୭.୦୨ ଗତେ ୧ ପାଦ

Pisces

ମୀନ

Tuesday 28 Mar 2023

ପୂ, ଭାଦ୍ରପଦ- ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ସ୍ଥଗିତ କାମ ବନ୍ଧୁ ସାହାଯ୍ୟରେ ପୁରା କରିବେ । ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମକ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ ।

ଉ, ଭାଦ୍ରପଦ- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ, ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।

ରେବତୀ- ନୂତନ ଜିନିଷ କ୍ରୟ କରିପାରନ୍ତି । ଗାଡି, ମୋଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS