• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଚାକିରି କ୍ଷେତ୍ରରୁ ମିଳିପାରେ ଖୁସି ଖବର

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ମଙ୍ଗଳବାର, ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୭ମୀ ସନ୍ଧ୍ୟା ୦୭.୦୨ ଗତେ ୮ମୀ, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର - ମକର, ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୭.୦୨ ଗତେ ୧ ପାଦ

Gemini

ମିଥୁନ

Tuesday 28 Mar 2023

ମୃଗଶିରା- ପ୍ରେମ ଜୀବନ ମଧୁରମୟ ରହିବ । କୌଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ବ୍ୟବସାୟରେ ଲାଭ ମିଳିପାରେ। 

ଆଦ୍ରା- ଅଫିସରେ ସହକର୍ମୀଙ୍କ ସହ ସମ୍ପର୍କ ମଜବୁତ ରହିବ। ଠିକ ସମୟରେ  କାମ ଆରମ୍ଭ କରନ୍ତୁ ସଫଳତା ପାଇବେ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । 

ପୁନର୍ବସୁ- ଦୀର୍ଘଦିନର ଆଶା ପୂରଣ ହୋଇପାରେ । ଧାତୁ ଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।  ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS