• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଚାକିରି କ୍ଷେତ୍ରରୁ ମିଳିପାରେ ଖୁସି ଖବର

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ମଙ୍ଗଳବାର, ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୭ମୀ ସନ୍ଧ୍ୟା ୦୭.୦୨ ଗତେ ୮ମୀ, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର - ମକର, ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୭.୦୨ ଗତେ ୧ ପାଦ

Cancer

କର୍କଟ

Tuesday 28 Mar 2023

ପୁନର୍ବସୁ- ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁସମ୍ବାଦ ପାଇବେ । ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ

ପୁଷ୍ୟା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

ଅଶ୍ଳେଷା- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର – ମା ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS