• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଚାକିରି କ୍ଷେତ୍ରରୁ ମିଳିପାରେ ଖୁସି ଖବର

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ମଙ୍ଗଳବାର, ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୭ମୀ ସନ୍ଧ୍ୟା ୦୭.୦୨ ଗତେ ୮ମୀ, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର - ମକର, ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୭.୦୨ ଗତେ ୧ ପାଦ

Leo

ସିଂହ

Tuesday 28 Mar 2023

ମଘା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ । ପାରିବାରିକ ସମସ୍ୟା ଲାଗି ରହିବ । କାମକୁ ଅବହେଳା କରିପାରିବେ ନାହିଁ । ଆର୍ଥିକ ସମସ୍ୟାରୁ ଚୁକ୍ତି ମିଳିବ ବା ପୂର୍ବରୁ କରିଥିବା ଋଣରୁ ମୁକ୍ତି ପାଇ ପାରିବେ ।

ପୂ- ଫାଲ୍‌ଗୁନୀ- ବ୍ୟବସାୟରେ ସାମାନ୍ୟ ପରିବର୍ତ୍ତନ ହେତୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ସାମ୍ବାଦିକମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସେମାନେ ଏଥିରେ ସଫଳ ହେବେ

ଉ- ଫାଲ୍‌ଗୁନୀ- ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବ । ଛାତ୍ରଛାତ୍ରୀମାନେ ପଢାରେ କୃତକାର୍ଯ୍ୟ କରିବେ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS