• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଚାକିରି କ୍ଷେତ୍ରରୁ ମିଳିପାରେ ଖୁସି ଖବର

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ମଙ୍ଗଳବାର, ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୭ମୀ ସନ୍ଧ୍ୟା ୦୭.୦୨ ଗତେ ୮ମୀ, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର - ମକର, ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୭.୦୨ ଗତେ ୧ ପାଦ

Virgo

କନ୍ୟା

Tuesday 28 Mar 2023

ଉ , ଫାଲଗୁନୀ – ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ। ପିତାମାତାଙ୍କ ଆଶିର୍ବାଦ ସହ ଆପଣ ସବୁ କାର୍ଯ୍ୟ ସମ୍ପନ୍ନ କରିବେ। ଅଫିସ୍ସ୍ରେ‌ରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ

ହସ୍ତା – ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

ଚିତ୍ରା – ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀମାନେ ଉତ୍ତମ ଫଳ ପାଇବେ । ମହିଳାମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।

ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS